www.samajalive.in
Sunday, December 14, 2025
26.1 C
Bhubaneswar

ମାନବ ଚାଲାଣ ମାମଲାରେ ୧୦ଟି ରାଜ୍ୟରେ ଏନଆଇଏର ଚଢ଼ଉ

ନୂଆଦିଲ୍ଲୀ :   ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମାନବ ଚାଲାଣ ମାମଲାରେ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇଛି। ସେହି ରାଜ୍ୟଗୁଡ଼ିକ ହେଲା ତ୍ରିପୁରା, ଆସାମ, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ହରିୟାନା, ତାମିଲନାଡୁ, ତେଲଙ୍ଗାନା, ପୁଡୁଚେରୀ, ରାଜସ୍ଥାନ ଓ ଜାମ୍ମୁକାଶ୍ମୀର।
ଏନଆଇଏ ଅଫିସର ମାନେ ତାମିଲନାଡୁର ଅନେକ ସ୍ଥାନରେ ଚଢ଼ଉ କରିଛନ୍ତି । ଏହି ମାମଲାରେ ବାଙ୍ଗଲାଦେଶର କିଛି ଶ୍ରମିକଙ୍କୁ ଜେରା କରାଯାଉଛି। ସୋମନେ ଚେଙ୍ଗାଲପେଟ୍‌‌ ଜିଲ୍ଲାରେ ଆବଶ୍ୟକ ଠାରୁ ଅଧିକ ସମୟ ପର୍ଯ୍ୟନ୍ତ ରହିଛନ୍ତି । ଏହି ମାମଲାରେ ଦୁଇଜଣ ଲୋକଙ୍କୁ ଗିରଫ କରାଯାଇଛି। ସେମାନେ ତ୍ରିପୁରାରୁ ନକଲି ପରିଚୟ ପତ୍ର ସଂଗ୍ରହ କରିଥିଲେ। ଏ ସଂପର୍କରେ ତଦନ୍ତ ଜାରି ରହିଛି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories