www.samajalive.in
Sunday, December 14, 2025
15.1 C
Bhubaneswar

ମେମୁ ଟ୍ରେନ୍‌ ଲାଇନଚ୍ୟୁତ

ଡେସ୍କ : ସମ୍ବଲପୁରର ସରଲା ନିକଟରେ ମେମୁ ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ଟ୍ରେନ୍‌ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି। ଏକ ମଇଁଷିକୁ ଧକ୍କା ଦେଇ ଟ୍ରେନର ୪ ନମ୍ବର ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି। ତେବେ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ହେଲେ ଦୁର୍ଘଟଣାରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । ଘଟଣା ସ୍ଥଳରେ ସମ୍ବଲପୁର ରେଳ ମଣ୍ଡଳର ଡିଆରଏମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଲାଇନଚ୍ୟୁତ ହୋଇଥିବା ବଗିକୁ ଉଠାଯାଇଛି। ଖୁବ ଶୀଘ୍ର ଟ୍ରେନ ଚଳାଚଳ ସ୍ବଭାବିକ ହେବ ବୋଲି ଡିଆରଏମ୍ କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories