www.samajalive.in
Saturday, December 13, 2025
18.1 C
Bhubaneswar

କମିଶନରେଟ ପୁଲିସ ପକ୍ଷରୁ ବାଣ ବିକ୍ରି ଲାଇସେନ୍ସ ନେଇ କଟକଣା

ଡେସ୍କ : କଟକ-ଭୁବନେଶ୍ୱରରେ ବାଣ ବିକ୍ରି ପାଇଁ ଲାଇସେନ୍ସ ପ୍ରଦାନ ଉପରେ କମିଶନରେଟ ପୁଲିସ ପକ୍ଷରୁ କଟକଣା ଜାରି କରାଯାଇଛି । ଦୀପାବଳିରେ ଘାତକ ବାୟୂ ପ୍ରଦୂଷଣ ସୃଷ୍ଟିକାରୀ ବାଣ ବିକ୍ରୟ ଓ ବ୍ୟବହାର ଉପରେ
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କମିଶନରେଟ୍‍ ପୁଲିସ୍‍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ଲାଇସେନ୍ସ ପ୍ରଦାନ ଉପରେ କଟକଣା ଜାରି ରହିବ ବୋଲି କମିଶନରେଟ ପୁଲିସ ପକ୍ଷରୁ କୁହାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories