www.samajalive.in
Monday, December 8, 2025
16.1 C
Bhubaneswar

ବସ୍‌‌ରେ ନିଆଁ ଲାଗି ୨ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ଦିଲ୍ଲୀ-ଜୟପୁର ରାଜପଥରେ ଏକ ଘରୋଇ ବସ୍‌‌ରେ ନିଆଁ ଲାଗି ୨ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଛନ୍ତି। ବୁଧବାର ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ରାଜପଥରେ ଥିବା ଗୁଗଲ କାର୍ଯ୍ୟାଳୟ ସାମ୍ନାରେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଅନେକ ସମୟ ପର୍ଯ୍ୟନ୍ତ ରାଜପଥରେ ଗାଡି ଅଟକି ରହିଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରହିଛି। ଉକ୍ତ ବସ୍‌‌ଟିର ଅରୁଣାଞ୍ଚଳ ପ୍ରଦେଶ ନମ୍ବର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories