www.samajalive.in
Friday, December 12, 2025
26.1 C
Bhubaneswar

ଡିସେମ୍ବର ୪ରୁ ସଂସଦର ଶୀତକାଳୀନ ଅଧିବେଶନ, ରହିଛି ୧୫ଟି କାର୍ଯ୍ୟଦିବସ

ଡେସ୍କ: ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତା ମାସ ଡିସେମ୍ବର ୪ରୁ ଆରମ୍ଭ ହୋଇ ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସାମାଜିକ ଗଣମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ୧୯ ଦିନ ଧରି ଚାଲିବାକୁ ଥିବା ଏହି ଶୀତକାଳୀନ ଅଧିବେଶନରେ ୧୫ଟି କାର୍ଯ୍ୟଦିବସ ରହିଛି।

ମନ୍ତ୍ରୀ ଶ୍ରୀ ଯୋଶୀ କହିଛନ୍ତି, ଯେ ଅମୃତକାଳ ମଧ୍ୟରେ ହେବାକୁ ଥିବା ଏହି ଅଧିବେଶନରେ ସରକାର ସଂସଦୀୟ କାର୍ଯ୍ୟ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ। ଏହାପୂର୍ବରୁ ସେପ୍ଟେମ୍ବର ମାସରେ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଐତିହାସିକ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିଲା।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories