www.samajalive.in
Sunday, December 14, 2025
26.1 C
Bhubaneswar

ନବରଙ୍ଗପୁରରେ ଜିଲା କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

ନବରଙ୍ଗପୁର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ସମସ୍ତ ବ୍ଲକ୍ ଓ ସହରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ସଂକୀର୍ତ୍ତନ ସତ୍ୟାଗ୍ରହ ପାଇଁ ଡାକରା ଦେଇଥିଲେ। ନବରଙ୍ଗପୁର ଜିଲା କଂଗ୍ରେସ କମିଟି ତରଫରୁ ଆଜି ନବରଙ୍ଗପୁର ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଆଜି ସଂକୀର୍ତ୍ତନ ସତ୍ୟାଗ୍ରହ କରା ଯାଇଥିଲା। କାର୍ଯ୍ୟକ୍ରମରେ ଜିଲା କଂଗ୍ରେସ କମିଟିର ସଭାପତି ମୁନା ତ୍ରିପାଠୀ, ପୂର୍ବତନ ଉପ ନଗର ପାଳ ସୁବାସ ଚନ୍ଦ୍ର ସୁର, ବ୍ଲକ କଂଗ୍ରେସ ସଭାପତି ଅବଦୁଲ ଫାରୋଜ, ନଗର କଂଗ୍ରେସ ସଭାପତି ପ୍ରଦୀପ ସାହୁ, ଓବିସି ଜିଲା ସଭାପତି ପଦ୍ମନ ବିଷୋୟୀ, ଏଆଇସିସି ସଭ୍ୟା ମନସା ତ୍ରିପାଠୀ, ଜିଲା ମୁଖ୍ୟ ମୁଖପତ୍ର ଦେବକାନ୍ତ ପଣ୍ଡା, ଏନଆଇଟିୟୁ ସିଜିଲା ସଭାପତି ଦିବାକର ପୂଜାରୀ ପ୍ରମୁଖଙ୍କ ସହ ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories