www.samajalive.in
Tuesday, December 9, 2025
17.1 C
Bhubaneswar

ରେଳପଥ ସଂଯୋଗ ନେଇ କନ୍ଧମାଳ ବନ୍ଦ

ଫୁଲବାଣୀ : ଫୁଲବାଣୀକୁ ରେଳ ପଥ ସଂଯୋଗ ନେଇ କନ୍ଧମାଳ ବିକାଶ ପରିଷଦ ପକ୍ଷରୁ ବାର ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ଯାନ ବାହାନ ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିବ। ଫୁଲବାଣୀ, ଜି ଉଦୟଗିରି, ରାଇକିଆ,ଟିକାବାଲି ,ବାଲିଗୁଡା, କୋଟଗଡ଼, ତୁମୁଡିବନ୍ଧ, ରାଇକିଆ ଭଳି ଜିଲ୍ଲାର ପ୍ରାୟ ସମସ୍ତ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଛି।

ପୂର୍ବରୁ କନ୍ଧମାଳ ବିକାଶ ପରିଷଦ ଫୁଲବାଣୀକୁ ରେଳ ପଥ ସଂଯୋଗ ନେଇ ଦାବୀ ଜଣାଇଥିଲେ। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରିଥିଲେ । କିନ୍ତୁ ଏହାର କୌଣସି ସୁଫଳ ମିଳି ନଥିବାରୁ ଆଜି ବିକାଶ ପରିଷଦ ଏହି ପଦକ୍ଷେପ ନେଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories