www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ୱିନ ସିଟିରେ ରାତି ୧୦ଟା ପରେ ଫୁଟିବ ନାହିଁ ବାଣ

ଭୁବନେଶ୍ୱର : ନଭେମ୍ବର ୧୨ ଆଲୋକର ପର୍ବ ଦୀପାବଳି। ଦୀପାବଳିରେ ରାତି ୧୦ଟା ପରେ ଫୁଟିବ ନାହିଁ ବାଣ। ଟ୍ୱିନ ସିଟିରେ ଦୀପାବଳି ଦିନ ରାତି ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଇବା ପାଇଁ ଅନୁମତି ମିଳିଛି। ବାଣ ଫୁଟା ନେଇ ଏହି ନିୟମ ନେଇ ଆଜି ପୁଲିସ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି। ରାତି ୧୦ଟା ପରେ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୨୫ ଡେସିବେଲ୍‌‌ରୁ ଅଧିକ ଶବ୍ଦଯୁକ୍ତ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦୀପାବଳିରେ ଦୀପ ଜାଳି,ସବୁଜ ବାଣ ଫୁଟାଇବାକୁ ଅପିଲ୍‌‌ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories