ଲକ୍ଷ୍ମୀପୁର : କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଆମ ଓଡିଆ ନବୀନ ଓଡିଆ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ୧୩ ପଞ୍ଚାୟତରୁ ବହୁ ସଂଖ୍ୟକ ଲୋକ ଯୋଗଦେଇଥିଲେ। ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଲେଖାଏଁ ମୋଟ ୧୫୮ ପ୍ରକଳ୍ପ ସଂପର୍କରେ ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଘୋଷଣା କରିଥିଲେ ।
Popular Categories



