www.samajalive.in
Saturday, December 13, 2025
26.1 C
Bhubaneswar

ପୁଣି ଭିଜିବ ଓଡିଶା ; ୧୪ରେ ଲଘୁଚାପ!

ଭୁବନେଶ୍ୱର : ପୁଣି ଭିଜିବ ଓଡିଶା। ଆସୁଛି ଲଘୁଚାପ। ଆସନ୍ତା ୧୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।୧୬ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଘନୀଭୂତ ହେବ। ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories