www.samajalive.in
Thursday, December 11, 2025
16.1 C
Bhubaneswar

ନୟାଗଡ଼ରେ ବୋମାମାଡ – ୮ ଆହତ, ୨ ଗୁରୁତର

ଡେସ୍କ: ନୟାଗଡ଼ ଖଣ୍ଡପଡା ଥାନା ଅନ୍ତର୍ଗତ କୁମ୍ଭାରପଡା ଗାଁରେ ବୋମାମାଡ ହୋଇଛି ଫଳରେ ୮ରୁ ଅଧିକ ଲୋକ ଆହତ ହୋଇଥିବା ପ୍ରାଥମିକ ଭାବେ ସୂଚନା ମିଳିଛି। ରାଜନୈତିକ ଶତ୍ରୁତା ଯୋଗୁ ଏହି ବୋମାମାଡ଼ ହୋଇଥିବା କୁହାଯାଉଥିଲେ ମଧ୍ୟ ପୁଲିସ ତଦନ୍ତ ପରେ ବୋମାମାଡର କାରଣ ଜଣାପଡିବ। ଏହି ବୋମାମାଡରେ ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣ ଗୁରୁତରଙ୍କୁ ଇତି ମଧ୍ୟରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

ତେବେ ଅନ୍ୟ ଏକ ଅସମର୍ଥିତ ସୂତ୍ରରୁ ଜଣାପଡିଛି ଯେ କମେଣ୍ଟ ମରାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଏହି ବୋମାମାଡ଼ ଘଟିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories