www.samajalive.in
Friday, December 12, 2025
26.1 C
Bhubaneswar

ଆଜି ଧରାବତରଣ କରିବେ ମହାଶକ୍ତି ମହାକାଳୀ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବ କାଳୀପୂଜା। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ମହାଶକ୍ତି ମହାକାଳୀ। ଏଥିପାଇଁ ଦେବୀ ପୀଠ ସମେତ ସବୁ ମଣ୍ଡପରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଶ୍ରଦ୍ଧାଳୁମାନେ ମଧ୍ୟରାତ୍ରୀରେ ଶ୍ୟାମାକାଳୀଙ୍କୁ ଆବାହନ କରିବେ। ମହାଶକ୍ତିଙ୍କ ପୂଜା ପାଇଁ ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ସବୁ ପୂଜା ମଣ୍ଡପ। ଭୁବନେଶ୍ବରରେ ସତ୍ୟନଗର, ବରମୁଣ୍ଡା ଓ ୟୁନିଟ ୬ କାଳୀମନ୍ଦିର​‌େ​‌ାର ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପାଇଁ ଆୟୋଜନ କରାଯାଇଛି।
ମହାଶକ୍ତୀ ମହାକାଳୀଙ୍କ ପୂଜାର୍ଚ୍ଚନା ପାଇଁ କଟକ ସହର ଚଳଚଞ୍ଚଳ ହୋଇଛି। ସେହିପରି ସମ୍ବଲପୁର, ବାଲେଶ୍ବର, ବ୍ରହ୍ମପୁର ଆଦି ସହରରେ କାଳୀପୂଜା ପାରମ୍ପରିକ ରୀତିନୀତିରେ କରାଯାଉଛି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories