www.samajalive.in
Sunday, December 7, 2025
26.1 C
Bhubaneswar

ନବମ ମ୍ୟାଚରେ ବି ଜିତିଲା ଭାରତ, ୧୬୦ ରନରେ ହାରିଲା ନେଦରଲ୍ୟାଣ୍ଡସ

ଡେସ୍କ: ଆଜି ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଆଇସିସି କ୍ରିକେଟ୍ ବିଶ୍ୱକପରେ ଭାରତ ନେଦରଲ୍ୟାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ୪ ୱିକେଟ୍ ବିନିମୟରେ ୪୧୦ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ନେଦରଲ୍ୟାଣ୍ଡସ ଦଳ ୪୭.୫ ଓଭରରେ ୨୫୦ ରନ୍ କରି ସମସ୍ତ ୱିକେଟ୍ ହରାଇଥିଲେ।

ଭାରତ ପାଇଁ କେ.ଏଲ୍ ରାହୁଲ ୬୪ଟି ବଲରେ ୧୦୨ ରନ ଏବଂ ଶ୍ରେୟାସ ଆୟର ୯୪ଟି ବଲରେ ଅପରାଜିତ ୧୨୮ ରନ ସ୍କୋର କରିଥିଲେ। ଏଥି ସହ କେ.ଏଲ୍ ରାହୁଲ ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ଏହି ବିଶ୍ୱକପରେ ଭାରତ ପାଇଁ ଦ୍ରୁତତମ ଶତକ ହାସଲ କରିଛନ୍ତି।

- Advertisement -

ବିଶ୍ୱକପ୍‌ର ସେମିଫାଇନାଲ ମ୍ୟାଚ୍ ବୁଧବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ନଭେମ୍ବର ୧୬ ଗୁରୁବାର ଦିନ ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ହେବ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories