www.samajalive.in
Saturday, December 6, 2025
15.1 C
Bhubaneswar

ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ଡେସ୍କ: କ୍ରିକେଟ୍ ବିଶ୍ୱକପ୍‌ର ଲିଗ୍‌ ମ୍ୟାଚ୍‌ରେ ନେଦରଲ୍ୟାଣ୍ଡସ ବିପକ୍ଷରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମର କ୍ରିକେଟ୍ ଦଳ ପାଇଁ ଦୀପାବଳି ଆହୁରି ସ୍ୱତନ୍ତ୍ର ହୋଇପାରିଛି। ସେ କହିଛନ୍ତି ଯେ ଭାରତୀୟ ଦଳ ଦକ୍ଷତା ଏବଂ ଦଳଗତ କାର୍ଯ୍ୟରେ ଚମତ୍କାର ପ୍ରଦର୍ଶନ କରି ନେଦରଲ୍ୟାଣ୍ଡସ ଉପରେ ଏକ ଚମତ୍କାର ବିଜୟ ହାସଲ କରିଛି। ପ୍ରଧାନମନ୍ତ୍ରୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇବା ସହ ସେମିଫାଇନାଲ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ ଭାରତ ଏବେ ଉତ୍ସାହରେ ପରିପୂର୍ଣ୍ଣ।


ବେଙ୍ଗାଲୁରୁରେ ଚାଲିଥିବାଖେଳା ଯାଇଥିବା ଲିଗ୍ ପର୍ଯ୍ୟାୟର ୪୫ତମ ମ୍ୟାଚରେ ନେଦରଲ୍ୟାଣ୍ଡସକୁ ୧୬୦ ରନରେ ପରାସ୍ତ କରି କ୍ରିକେଟ୍ ବିଶ୍ୱକପ୍‌ରେ ଭାରତ ନିଜର ବିଜୟ ଧାରା ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories