www.samajalive.in
Sunday, December 7, 2025
23.1 C
Bhubaneswar

ନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ

ଡେସ୍କ: ଖୁବ ଶୀଘ୍ର ପୂରଣ ହେବ ଓଡିଶା ବିଧାନସଭାର ଉପବାଚସ୍ପତି ପଦ। ଆଜି ଏ ନେଇ ବିଧାନସଭା ସଚିବଙ୍କ ପକ୍ଷରୁ ସମସ୍ତ ସଦସ୍ୟଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇଛି। ଚଳିତ ମାସ ୨୧ରେ ଉପବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିଦିନ ସକାଳ ୯ଟା ୩୦ରେ ନିର୍ବାଚନ ହେବ। ପୂର୍ବତନ ଉପବାଚସ୍ପତି ରଜନୀକାନ୍ତ ସିଂହ ନଭେମ୍ବର ୮ ତାରିଖରେ ଇସ୍ତଫା ଦେବା ପରେ ସେହି ପଦବୀ ଖାଲି ପଡିଛି।

ସୂଚନା ଯୋଗ୍ୟ, ବିଧାନସଭାର ଶୀତକାଳୀନ ଅଧିବେଶନ ମଧ୍ୟ ଚଳିତ ମାସ ୨୧ରେ ଆରମ୍ଭ ହେବାକୁ ଯାଉଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories