www.samajalive.in
Saturday, December 13, 2025
26.1 C
Bhubaneswar

ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ

ବାଲେଶ୍ବର: ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ ସହ ୫ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ହୋଇଛି। ଦୋଷୀ ସେକ୍ ତହୁରକୁ ସ୍ବତନ୍ତ୍ର ପକ୍ସୋ କୋର୍ଟ ଦଣ୍ଡାଦେଶ ଦେଇଛନ୍ତି। ୨୦୨୧ ଟାଉନ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ପାଇଁ ଦୋଷୀ ସେକ୍ ତହୁରକୁ ଦଣ୍ଡାଦେଶ ହୋଇଛି।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories