www.samajalive.in
Friday, December 12, 2025
26.1 C
Bhubaneswar

ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଦକ୍ଷିଣ କୋରିଆରେ ଆ​ୟୋଜିତ ଏସୀୟ ସୁଟିଂ ଚମ୍ପିଆନସିପରେ ସ୍ବର୍ଣ୍ଣ ଓ କାଂସ୍ୟ ପଦକ ଜିତିଥିବା ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡଙ୍ଗୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ମଙ୍ଗଳବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ସଫଳତା ଲାଗି ଶ୍ରୀୟଙ୍କାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ୧୦ ଲକ୍ଷ ୫୦ ହଜାର ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ। ସମ୍ବଲପୁରର ଶ୍ରୀୟଙ୍କା ୫୦ ମିଟର ରାଇଫଲ ପୋଜିସନ-୩ ମହିଳା ଦଳଗତ ବିଭାଗରେ ସ୍ବର୍ଣ୍ଣ ଓ ୧୦ ମିଟର ଏୟାର ରାଇଫଲ ଦଳଗତ ମହିଳାରେ କାଂସ୍ୟ ପଦକ ଜିତିଥିଲେ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories