www.samajalive.in
Friday, December 12, 2025
15.1 C
Bhubaneswar

ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ସାକ୍ଷାତ କଲେ କନ୍ଧମାଳର ତିନି ବିଧାୟକ

ଫୁଲବାଣୀ: ୫-ଟି ଏବଂ ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ଏବଂ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। କନ୍ଧମାଳ ଜିଲାର ପର୍ଯ୍ୟବେକ୍ଷକ ତଥା ବିହନ ନିଗମର ଅଧ୍ୟକ୍ଷ ବିଜୟ ନାୟକଙ୍କ ନେତୃତ୍ୱରେ ମଙ୍ଗଳବାର ନବୀନ ନିବାସରେ ଶ୍ରୀ ପାଣ୍ଡିଆନଙ୍କୁ ଏହି ବିଧାୟକ ମାନେ ସାକ୍ଷାତ କରିଛନ୍ତି। ବିଶେଷ କରି କନ୍ଧମାଳ ଜିଲାର ବିକାଶ ପାଇଁ ଗତ ଜୁନ୍‌‌ ୧୭ ତାରିଖରେ ତତକାଳିନ ୫-ଟି ସଚିବ ଓ ବର୍ତ୍ତମାନର ଅଧ୍ୟକ୍ଷ ଗସ୍ତ କରିଥିଲେ। ଗସ୍ତ ବେଳେ ଜିଲାର ବିଭିନ୍ନ ଦାବି ସହିତ ଜିଲାର ବିଭିନ୍ନ ମନ୍ଦିର, ଗୀର୍ଜାଘର, ମସଜିଦ, ମିଶନ ଗୃହ, ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅର୍ଥ ମଞ୍ଜୁର କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories