www.samajalive.in
Tuesday, December 9, 2025
26.1 C
Bhubaneswar

ଖଣି ବ୍ୟବସାୟୀ ହତ୍ୟା ଘଟଣା, ଆଉ ଜଣେ ଅଭିଯୁକ୍ତ ଗିରଫ

କାମାକ୍ଷାନଗର: କାମାକ୍ଷାନଗର ଥାନା ଆଳତୁମା ରାମିଆଳ ନଦୀ ନିକଟରେ ଗତ ସେପ୍ଟେମ୍ବର ମାସରେ ହୋଇଥିବା ନିରାକାର ହତ୍ୟା ଘଟଣାରେ ବଢ଼ିଚାଲିଛି ଅଭିଯୁକ୍ତଙ୍କ ସଂଖ୍ୟା। ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତ ସୁବାଷ ନାୟକକୁ ଗିରଫ କରି କୋର୍ଟ ଚାଲାଣ କରିଛି କାମାକ୍ଷାନଗର ପୋଲିସ। ସୁବାଷକୁ ମିଶାଇ ନିରାକାର ହତ୍ୟା ଘଟଣାରେ ମୋଟ ଚାରି ଜଣକୁ କୋର୍ଟଚାଲାଣ କରିଛି ପୋଲିସ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories