www.samajalive.in
Sunday, December 14, 2025
23.1 C
Bhubaneswar

ଭାରତ-ନ୍ୟୁଜିଲାଣ୍ଡ ଟକ୍କର ; ବ୍ୟାଟିଂ କରିବ ଭାରତ

ମୁମ୍ବଇ : ଆଜି ବିଶ୍ୱକପରେ ପ୍ରଥମ ସେମି ଫାଇନାଲ ମ୍ୟାଚ୍‌‌। ବୁଧବାର ମୁମ୍ବଇ ୱାଙ୍ଖଡେ ଷ୍ଟାଡିୟମରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଟକ୍କର। ଟସ୍‌‌ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପ୍ରଥମେ ଭାରତ ବ୍ୟାଟିଂ କରିବ। ଉଭୟ ଟିମ୍‌‌ ଅପରିବର୍ତ୍ତିତ ରହିଛି।
ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ବିଶ୍ବକପର ପ୍ରଥମ ସେମିଫାଇନାଲ ମ୍ୟାଚ ବୁଧବାର ୱାଙ୍ଖଡେ ଷ୍ଟାଡ଼ିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ ଜିତି ଫାଇନାଲରେ ପ୍ରବେଶ ଲକ୍ଷ୍ୟ ରଖିଛି ଭାରତ। ଘରୋଇ ମାଟିରେ ଭାରତ ସେମିଫାଇନାଲ ଖେଳୁଥିବାବେଳେ ଏହିଦଳକୁ ପ୍ରଶଂସକଙ୍କ ସମର୍ଥନ ମିଳିବା ନିଶ୍ଚିତ। ତେବେ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ସର୍ବଦା ଲଢ଼ୁଆ ଖେଳ ପ୍ରଦର୍ଶନ କରି ଆସୁଥିବାରୁ ଏହି ଦଳ ପ୍ରତି ସତର୍କ ରହିବାକୁ ପଡିବ। ଭାରତରେ ଭାରତ ଚତୁର୍ଥ ଥର ଲାଗି ସେମିଫାଇନାଲ ଖେଳୁଛି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories