www.samajalive.in
Monday, December 8, 2025
27.1 C
Bhubaneswar

ସଚିନଙ୍କ ବିଶ୍ବ ରେକର୍ଡ଼ ଭାଙ୍ଗିଲେ କୋହଲି

ମୁମ୍ବଇ: ବିରାଟ କୋହଲି ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ ସେମିଫାଇନାଲରେ ନିଜର ଦିନିକିଆ କ୍ୟାରିୟରର ୫୦ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। କୋହଲି ୨୯୧ତମ ମ୍ୟାଚରେ ସଚିନଙ୍କ ଏହି ମହାରେକର୍ଡ଼ ଭାଙ୍ଗି ଦେଇଛନ୍ତି। ଏଠାରେ ସୂଚନାଯୋଗ୍ୟ, ସଚିନ ତେନ୍ଦୁଲକର ତାଙ୍କ ଦିନିକିଆ କ୍ୟାରିୟରରେ ୪୬୩ ମ୍ୟାଚରେ ୧୮୪୨୬ ରନ୍‌ କରିଥିଲେ, ଯେଉଁଥିରେ ୪୯ ଦିନିକିଆ ଶତକ ତାଙ୍କ ନାଁରେ ଥିଲା। ଏବେ କେହାଲି ୫୦ତମ ଶତକ ହାସଲ କରି ତେନ୍ଦୁଲକରଙ୍କ ଦିନିକିଆରେ ସର୍ବାଧିକ ଶତକ ହାସଲ କରିବାର ରେକର୍ଡ ଭାଙ୍ଗିଛନ୍ତି।

 

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories