www.samajalive.in
Sunday, December 7, 2025
26.1 C
Bhubaneswar

ରାମାଶିଷଙ୍କୁ ନାଟ୍ୟରଶ୍ମୀ ପ୍ରଫୁଲ୍ଲ କୁମାର ରଥ ନାଟ୍ୟ ସମ୍ମାନ

ସମ୍ବଲପୁର :  ଅଭିନୟ, ନାଟ୍ୟ ରଚନା ଏବଂ ନିର୍ଦ୍ଦେଶନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ରାମାଶିଷ ତ୍ରିପାଠୀଙ୍କୁ ୨୦୨୨ ପାଇଁ ମହାବୀର ସାଂସ୍କୃତିକ ଅନୁଷ୍ଠାନ ଭବାନୀପାଟଣା, କଳାହାଣ୍ଡି ପକ୍ଷରୁ ରାଜ୍ୟସ୍ତରୀୟ ନାଟ୍ୟ ରଶ୍ମୀ ପ୍ରଫୁଲ୍ଲ କୁମାର ରଥ ନାଟ୍ୟ ସମ୍ମାନ ସମ୍ବଲପୁରର ପ୍ରଦାନ କରାଯାଇଛି । ଅନୁଷ୍ଠାନର ୫୯ତମ ବାର୍ଷିକ ସାରସ୍ୱତ ସମାରୋହ ମହାବୀର ମହୋତ୍ସବ – ୨୦୨୩ ଅବସରରେ ନାଟ୍ୟକାର, ନିର୍ଦ୍ଦେଶକ ରାମାଶିଷଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଓଡିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ପ୍ରମୋଦ ରଥ ନିଜେ ତାଙ୍କର ବାପାଙ୍କ ସ୍ମୃତିରେ ଏହି ସମ୍ମାନ ଶ୍ରୀ ତ୍ରିପାଠୀଙ୍କୁ ପ୍ରଦାନ କରିଥିଲେ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories