www.samajalive.in
Saturday, December 13, 2025
18.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ..

ଏ ନେଇ ଏଏସ୍‌ଆଇକୁ ନିର୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ..

- Advertisement -

ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପର ଦ୍ବିତୀୟ ସେମିଫାଇନାଲ ଆଜି କଲକାତାର ଇଡେନଗାର୍ଡେନରେ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ..

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ..

ଆସନ୍ତାକାଲି ବାତ୍ୟାର ରୂପ ନେଇ ପାରେ ଗଭୀର ଅବପାତ..

ଓଡିଶା ଉପରେ ବିଶେଷ ପ୍ରଭାବ ନାହିଁ..

ଉପକୂଳରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା..

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ

ରାୟଗଡା : ରାସ୍ତା କଡରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ..

ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ..

ମୋହନା : ୯ କୋଟି ଟଙ୍କାର ଗଞ୍ଜେଇ ଫସଲ ନଷ୍ଟ କଲା ପୁଲିସ..

ଯୁବ ପଞ୍ଚାୟତ ବମ୍‌‌ ଗାଁରେ ଗଞ୍ଜେଇ ଫସଲ ନଷ୍ଟ..

୪୫ ଏକର ଜଙ୍ଗଲ ଜମିରେ ଏହି ଗଞ୍ଜେଇ ଚାଷ କରାଯାଇଥିଲା..

ରାଉରକେଲା କଲୁଙ୍ଗା ଶୁଭ ଇସ୍ପାତ କାରଖାନାରେ ବିସ୍ଫୋରଣ ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ.. ଆଉ ୨ ଜଣ ଗୁରୁତର..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories