www.samajalive.in
Sunday, December 14, 2025
14.1 C
Bhubaneswar

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ କିରାଣି

ଯାଜପୁର : ଭିଜିଲାନ୍ସ ଜାଲରେ ଫସିଲେ କିରାଣି। ଜଣେ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେଇ ଗୁରୁବାର ଭିଜିଲାନ୍ସ ହାତରେ କବିରପୁର ସ୍ଥିତ ପୁରୁଷୋତ୍ତମପୁର ହାଇସ୍କୁଲ କିରାଣି ମହେଶ୍ୱର ସାମଲ ଧରାପଡିଛନ୍ତି। ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ୪ ହଜାର ଲାଞ୍ଚ ନେଇ ଧରାପଡିଛନ୍ତି। ପେନ୍‌‌ସନ୍‌‌ କାଗଜପତ୍ର କରାଇବାକୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଘଟଣାର ତଦନ୍ତ ଜାରି ରହିଛିା

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories