www.samajalive.in
Monday, December 15, 2025
16.1 C
Bhubaneswar

ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମାମଲା ଚାଲୁ ପାଇଁ ସରକାରଙ୍କ ଅନୁମତି

ନୂଆଦିଲ୍ଲୀ : ଦିଲ୍ଲୀ ଆମ୍‍ ଆଦମୀ ପାର୍ଟି (ଆପ୍‍) ସରକାରରେ ସ୍ୱାସ୍ଥ୍ୟମନ୍ତ୍ରୀ ଥିବା ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମାମଲା ଚାଲୁ କରିବା ଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଅନୁମତି ପ୍ରଦାନ କରିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଜୈନଙ୍କ ବିରୋଧରେ ସିବିଆଇ ଦୁର୍ନୀତି ନବାରଣ ଓ ଆଇପିସି ଆଧାରରେ ମାମଲା ରୁଜୁ କରିଛି। ଜୈନଙ୍କ ସହିତ ଅନ୍ୟ ୫ଜଣଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରାଯାଇଛି। ସିବିଆଇ ମାମଲା ଅନୁଯାୟୀ ଜୈନ ବିରୋଧରେ ୧୬.୩୯ କୋଟିର ବେଆଇନ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories