www.samajalive.in
Sunday, December 14, 2025
23.1 C
Bhubaneswar

ମାଡ଼ିଗଲା ଟ୍ରକ ୩ ମୃତ, ଜଣେ ଗୁରୁତର

ଡେସ୍କ : ଅନୁଗୁଳ ଜିଲ୍ଲା କିଶୋରନଗର ବରଗାପାଲିରେ ଟ୍ରକ୍‌ ଧକ୍କାରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ସୁନ୍ଦରଗଡ଼ରୁ ଭୁବନେଶ୍ବର ଯାଉଥିବା ଏକ ବସ୍ ପଙ୍କଚର ହେବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ି ରାସ୍ତା କଡରେ ଠିଆ ହୋଇଥିଲେ। ବସର ଚକା ବଦଳାଯାଉଥିଲା। ତେବେ ହଠାତ ଏକ ଦ୍ରୁତଗାମୀ ଟ୍ରକ୍ ଆସି ୪ ଯାତ୍ରୀଙ୍କ ଉପରେ ମାଡ଼ି ଯାଇଥିଲା।

ଆହତମାନଙ୍କ ମଧ୍ୟରୁ ରେଢ଼ାଖୋଲ ହସ୍ପିଟାଲରେ ୨ ଓ କିଶୋରନଗରରେ ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଜଣେ ଗୁରୁତର ଏବେ ମଧ୍ୟ ଚିକିତ୍ସିତ ହେଉଛନ୍ତି । ଦୁର୍ଘଟଣା ଘଟାଇଥିବା​‌ ଟ୍ରକ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛି। ପୁଲିସ ଘଟରାର ତଦନ୍ତ ଚଳାଇଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories