www.samajalive.in
Monday, December 8, 2025
27.1 C
Bhubaneswar

ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି ଉପରେ ରୋକ୍‌‌

ଭୁବନେଶ୍ୱର : ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ବିକ୍ରି ଓ ହସ୍ତାନ୍ତର ନେଇ ହୋଇଥିବା କ୍ୟାବିନେଟ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି ଉପରେ ଲଗାଯାଇଛି ରୋକ୍‌‌। ରୋକ୍‌‌ ଲାଗିବା ନେଇ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ପକ୍ଷରୁ ସୂଚନା ମିଳିଛି। ଜମି ହସ୍ତାନ୍ତର ନେଇ ନଭେମ୍ବର ୧୪ରେ ରାଜ୍ୟ କ୍ୟାବିନେଟ୍‌‌ ବୈଠକରେ ନିଷ୍ପତ୍ତି ହୋଇଥିଲା। କ୍ୟାବିନେଟ୍‌‌ର ଏହି ନିଷ୍ପତ୍ତିକୁ ଅନେକ ଆଦିବାସୀ ନେତା ଓ ବିରୋଧୀ ଦଳ ବିରୋଧ କରିଥିଲେ। ଏଣୁ ବାଧ୍ୟ ହୋଇ ଏହି ନିଷ୍ପତ୍ତି ଉପରେ ସରକାର ରୋକ୍‌‌ ଲଗାଇଛନ୍ତି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories