www.samajalive.in
Thursday, December 11, 2025
18.1 C
Bhubaneswar

ଟସ୍‍ ବେଳେ ହ୍ୟାଫ୍‍ ପ୍ୟାଣ୍ଟ ପିନ୍ଧି ବିବାଦରେ କୋହଲି

ସିଡ୍‍ନୀ : ବିବାଦ ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ପିଛା ଛାଡୁନାହିଁ। ଗୁରୁବାର ଅଷ୍ଟ୍ରେଲିଆ କ୍ରିକେଟ ଏକାଦଶ ବିପକ୍ଷ ଅଭ୍ୟାସ ମ୍ୟାଚରେ ଟସ୍‍ ପକାଇବା ସମୟରେ କୋହଲି ହ୍ୟାଫ୍‍ ପ୍ୟାଣ୍ଟ ପିନ୍ଧିଥିଲେ। ଏଥିପାଇଁ ଟ୍ୱିଟରରେ କୋହଲିଙ୍କୁ ବିଭିନ୍ନ ମହଲରୁ ସମାଲୋଚନାର ଶରବ୍ୟ ହେବାକୁ ପଡିଛି। ବିସିସିଆଇ ପକ୍ଷରୁ ଏହି ଫଟୋ ଟ୍ୱିଟରରେ ଅପଲୋଡ ହେବାପରେ କ୍ରିକେଟ ପ୍ରେମୀ କୋହଲିଙ୍କ ଏତାଦୃଶ ପୋଷାକ ଓ ଆଚରଣକୁ ସମାଲୋଚନା କରିଛନ୍ତି।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories