www.samajalive.in
Monday, December 8, 2025
14.1 C
Bhubaneswar

ଅଜଣା ଗାଡି ଧକ୍କାରେ ଜଣେ ମୃତ

ବ୍ରହ୍ମପୁର : ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ପାଟପୁର ଥାନା ଶ୍ରୀଚନ୍ଦନପୁର ଗାଁ ନିକଟରେ ଶନିବାର ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଟାୟାର ଜାଳି ଆସିକା-ଦିଗପହଣ୍ଡି ରାସ୍ତା ଅବରୋଧ କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories