www.samajalive.in
Tuesday, December 9, 2025
16.1 C
Bhubaneswar

ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ଆଜି

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ ଶୃଙ୍ଖଳା ସମେତ ପରିଚାଳନା ବ୍ୟବସ୍ଥାରେ ସଂସ୍କାର ନିମନ୍ତେ ଆଇନଜୀବୀ ମୃଣାଳିନୀ ପାଢୀଙ୍କ ପକ୍ଷରୁ ରୁଜୁ ହୋଇଥିବା ମୋକଦ୍ଦମାର ଶୁଣାଣି ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟରେ ହେବ। ସେଥିରେ ଶ୍ରୀମନ୍ଦିର ପ୍ରଶାସନ, ରାଜ୍ୟ ସରକାର ଏବଂ ଆବେଦନକାରୀ ଯୁକ୍ତି ଉପସ୍ଥାପନ କରିବାର ସମ୍ଭାବନା ରହିଛି। କୋର୍ଟମିତ୍ର ଗୋପାଳ ସୁବ୍ରମଣ୍ୟମ୍‍ ରିପୋର୍ଟ ଦାଖଲ କରିବେ। ମୋକଦ୍ଦମାରେ ପକ୍ଷଭୂକ୍ତ ହେବାପାଇଁ କେତେକ ସେବକ ନିଯୋଗ ଦରଖାସ୍ତ କରିଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories