www.samajalive.in
Friday, December 12, 2025
15.1 C
Bhubaneswar

ସୁରତ ମେହସାନା ଅଞ୍ଚଳରେ ବଡ଼ ଅଘଟଣ, ଗ୍ୟାସ ବେଲୁନ ଫାଟି ୨୫ରୁ ଛାତ୍ରଛାତ୍ରୀ ଆହତ

ସୁରତ: ଗଣପତି ପ୍ରାଣ ପ୍ରତିଷ୍ଠା ଉତ୍ସବ ଚାଲିଥିବାବେଳେ ସୁରତର ମେହସାନା ଅଞ୍ଚଳରେ ବଡ଼ ଅଘଟଣ ଘଟିଛି। ହଠାତ ଗ୍ୟାସ ବେଲୁନ ଫାଟି ଯିବାରୁ ସେଠାରେ ଉପସ୍ଥିତ ଥିବା ୨୫ରୁ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି ଯାଇଛି। ସେମାନଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ଏବଂ ଘଟଣାର ତତନ୍ତ ଆରମ୍ଭ କରିଛି। ଗ୍ୟାସ ବେଲୁନ କିଭଳି ଫାଟିଲା ତାହା ଜାଣିବା ପାଇଁ ପୁଲିସ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories