www.samajalive.in
Sunday, December 14, 2025
16.1 C
Bhubaneswar

ରାଜଧାନୀରେ ଚାଞ୍ଚଲ୍ୟ ; ଅଫିସ୍‌‌ରେ ପଶି ସ୍ତ୍ରୀକୁ ହାଣିଲା ସ୍ୱାମୀ

ଭୁବନେଶ୍ୱର : ଅଫିସ୍‌‌ ଭିତରେ ପଶି ସ୍ତ୍ରୀକୁ ହାଣିଲା ସ୍ୱାମୀ। ରାଜଧାନୀ ଭୁବନେଶ୍ୱରରେ ସୋମବାର ଏହି ଚାଞ୍ଚଲ୍ୟକର ଘଟଣା ହଇଚଇ ସୃଷ୍ଟି କରିଛି। ବରମୁଣ୍ଡା କୃତ୍ତିବନ୍ଧୁ ଆପାର୍ଟମେଣ୍ଟର ଏହି ଅଭାବନୀୟ ଘଟଣା ଘଟିଛି। ଅଫିସ୍‌‌ କାର୍ଯ୍ୟ ଚାଲିଥିବା ବେଳେ ଅଫିସ୍‌‌ ଭିତରେ ପଶି ସ୍ତ୍ରୀକୁ ହାଣିଲା ସ୍ୱାମୀ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାରିବାରିକ ବିବାଦ କାରଣରୁ ଏଭଳି ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଅଭିଯୁକ୍ତ ସ୍ୱାମୀକୁ ପୁଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories