www.samajalive.in
Saturday, December 6, 2025
15.1 C
Bhubaneswar

ପଞ୍ଚୁକ ପାଞ୍ଚ ଦିନ ବଡ ଦାଣ୍ଡରେ ଉଠା ଦୋକାନ ବନ୍ଦ

ପୁରୀ : ପଞ୍ଚୁକ ପାଞ୍ଚ ଦିନ ବଡ ଦାଣ୍ଡରେ ବନ୍ଦ ରହିବ ଉଠା ଦୋକାନ। ଏନେଇ ମଙ୍ଗଳବାର ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ ପକ୍ଷରୁ ସୂଚନା ମିଳିଛି। ଶୃଙ୍ଖଳିତ ଦର୍ଶନ ଲାଗି ମରିଚିକୋଟ ଛକ ଯାଏଁ ବ୍ୟାରିକେଡ୍‌‌ କରାଯିବ। ମାର୍କେଟ ଛକରୁ ଗାଡି ଚଳାଚଳ ବନ୍ଦ ରହିବ। ଗହଳି ନିୟନ୍ତ୍ରଣ ପାଇଁ ୩ଟି ସିଫ୍ଟରେ ସ୍ୱେଚ୍ଛାସେବୀ ମୁତୟନ ରହିବେ। ବଡଦାଣ୍ଡର ଦୁଇ ପାଶ୍ୱର୍ରେ ଅସ୍ଥାୟୀ ଶୌଚାଳୟ ରଖାଯିବ। ସୁରକ୍ଷା ଦୃଷ୍ଟିରୁ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଭକ୍ତଙ୍କ ଲାଗି ପ୍ରତି ସେଡ୍‌‌ରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହେବ ବୋଲି ଜିଲାପାଳ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories