www.samajalive.in
Saturday, December 6, 2025
26.1 C
Bhubaneswar

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ କଲା ଅଷ୍ଟମ ଶ୍ରେଣୀ ଛାତ୍ର

ପୁରୀ : ପୁରୀ ରେଡକ୍ରସ ରୋଡ୍‌‌ରେ ସ୍କୁଲ ଛାତ୍ରଙ୍କୁ ଛରାମାଡ। ସ୍କୁଲ ଯାଉଥିବା ବେଳେ ଛାତ୍ରଙ୍କୁ ବୁଧବାର ଛୁରାମାଡ ହୋଇଛି। ଛୁରାମାଡ ହୋଇଥିବା ଛାତ୍ର ପୁଲିସ ଲାଇନ୍‌‌ ହାଇସ୍କୁଲରେ ଦଶମ ଶ୍ରେଣୀରେ ପଢୁଥିବା ଜଣାପଡିଛି। ଅଷ୍ଟମ ଶ୍ରେଣୀ ଛାତ୍ର ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଛାତ୍ରଙ୍କ ବାମ ହାତରେ ଆଘାତ ଲାଗି ଥିବା ବେଳେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାରୁ ଏହି ଛୁରାମାଡ କରାଯାଇଥିବା ନେଇ ସନ୍ଦେହ କରାଯାଉଛି। ଛୁରାମାଡ କରିଥିବା ଛାତ୍ର ଫେରାର ହୋଇ ଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories