www.samajalive.in
Saturday, December 6, 2025
26.1 C
Bhubaneswar

ଗ୍ୟାସ ଟ୍ୟାଙ୍କି ଫାଟି ମହିଳାଙ୍କ ମୃତ୍ୟୁ 

ଝୁମ୍ପୁରା : ଝୁମ୍ପୁରା ଗ୍ରାମର ଜଣେ ମହିଳା ରୋଷେଇ କରୁଥିବା ସମୟରେ ଗ୍ୟାସ ଟ୍ୟାଙ୍କି ଫାଟି ଯିବାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଝୁମ୍ପୁରା ଗ୍ରାମର ନିମଳ ରାମଙ୍କ ସ୍ତ୍ରୀ ପୁନମ୍ ଲୋହାନି ବୁଧବାର ଦିନ ସକାଳୁ ରୋଷେଇ କରୁଥିବା ସମୟରେ କୌଣସି କାରଣରୁ ଗ୍ୟାସ ଚୂଲାରୁ ନିଆଁ ବାହାରି ଟ୍ୟାଙ୍କିରେ ଲାଗି ଯାଇଥିଲା ଏବଂ ଗ୍ୟାସ ସିଲିଣ୍ଡର ଫାଟି ଯାଇ ମହିଳାଙ୍କ ଉପରେ ନିଆଁ ଲାଗି ଯାଇଥିଲା। ପରିବାର ଲୋକ ଉଦ୍ଧାର କରି ସଙ୍ଗେ ସଙ୍ଗେ ଝୁମ୍ପୁରା ଡାକ୍ତରଖାନାକୁ ଚିକିତ୍ସା କରିବା ପାଇଁ ନେଇଥିଲେ, ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories