www.samajalive.in
Friday, December 12, 2025
19.1 C
Bhubaneswar

ଗିରିଶ ମୁର୍ମୁ ଜାତିସଂଘ ସମୀକ୍ଷକ ସମିତି ଉପାଧ୍ୟକ୍ଷ

ନ୍ୟୁୟର୍କ : ଭାରତ ସରକାରଙ୍କ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) ଗିରିଶ ଚନ୍ଦ୍ର ମୁର୍ମୁ ଜାତିସଂଘର ଆଭ୍ୟନ୍ତରୀଣ ସମୀକ୍ଷକ ସମିତିର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ନଭେମ୍ବର ୨୦ ଓ ୨୧ ତାରିଖରେ ନ୍ୟୁୟର୍କସ୍ଥିତ ଜାତିସଂଘ ମୁଖ୍ୟାଳୟରେ ଅନୁଷ୍ଠିତ ୬୩ତମ ଆଭ୍ୟନ୍ତରୀଣ ସମୀକ୍ଷକ ସମିତିରେ ଶ୍ରୀ ମୁର୍ମୁ ଯୋଗ ଦେଇଥିଲେ। ଏହି ସମିତିରେ ବିଶ୍ବର ୧୨ଟି ପ୍ରମୁଖ ସମୀକ୍ଷା ଅନୁଷ୍ଠାନର ମୁଖ୍ୟମାନେ ଯୋଗ ଦେଇଥିଲେ। ଗିରିଶ ମୁର୍ମୁଙ୍କ ଏହି ନିର୍ବାଚନ ଭାରତର ଆଭ୍ୟନ୍ତରୀଣ ଅଡିଟ୍‌ ପ୍ରତି ରହିଥିବା ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories