www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ବି ଚାଲି ପାରିଲା ନାହିଁ ଗୃହ ; ୪ଟା ଯାଏଁ ମୁଲତବୀ

ଭୁବନେଶ୍ୱର : ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିନ। ଗତକାଲି ଭଳି ଆଜି ମଧ୍ୟ ଚାଲି ପାରି ନାହିଁ ଗୃହ। ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ। ବିଧାନସଭା ପ୍ରଶ୍ନକାଳରେ ବିରୋଧୀ ହଟ୍ଟଗୋଳ ଓ ହୋହଲ୍ଲା ସହ ନାରାବାଜି କରିଛନ୍ତି। ଆଦିବାସୀଙ୍କ ଜମି କିଣା ବିକା ପ୍ରସଙ୍ଗରେ ପୁଣି ହୋହଲ୍ଲା ହୋଇଛି। ଗୃହରେ ସ୍ୱତନ୍ତ୍ର ଆଲୋଚନା ଦାବି କରି ବିରୋଧୀ ହୋହଲ୍ଲା କରିଛନ୍ତି। ଏହାପରେ ଗୃହକୁ ଅପରାହ୍ଣ ୪ଟା ଯାଏଁ ବାଚସ୍ପତି ପ୍ରମିଳା ମଲ୍ଲିକ ମୁଲତବୀ ଘୋଷଣା କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories