www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଧବଳେଶ୍ବରଙ୍କ ବଡଓଷା ଏବଂ ପଞ୍ଚକ ଆଜିଠାରୁ ଆରମ୍ଭ ..

ପୀଠରେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା..

- Advertisement -

ଶ୍ରୀମନ୍ଦିରରେ ଆଜିଠାରୁ ପଞ୍ଚୁକ ବ୍ରତ..

ରତ୍ନ ସିଂହାସନ ଉପରେ ଦାରୁବ୍ରହ୍ମଙ୍କୁ ଏହି ପାଞ୍ଚଦିନ ଆକର୍ଷଣୀୟ ବେଶ କରାଯିବ..

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ ଆଜି ବିଶାଖାପାଟଣାରେ..

ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିନ.. ଆଜି ବି ଚାଲି ପାରିଲା ନାହିଁ ଗୃହ..

ବିଜେବି କଲେଜ କ୍ୟାମ୍ପସରେ ଛାତ୍ର ଉତ୍ତେଜନା..

କଲେଜ ଗେଟ୍‌‌ରେ ତାଲା ପକାଇ ରାଜପଥ ଅବରୋଧ..

କଟକ ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା..

ସଂସ୍କୃତି ମନ୍ତ୍ରଣାଳୟ କଟକର ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରାକୁ ଜାତୀୟ ସାମୁଦ୍ରିକ ଐତିହ୍ୟ ପର୍ବର ମାନ୍ୟତା ଦାବିକୁ କରିଛି ପ୍ରତ୍ୟାଖ୍ୟାନ..

ଓଡିଶା ପୁଲିସକୁ ଅଭିନେତା ଅନୁପମ ଖେରଙ୍କ ପ୍ରଶଂସା..

ଏ ନେଇ ଅନୁପମ ଟ୍ୱିଟ କରିଛନ୍ତି ..

ଏହି ଟ୍ୱିଟରେ ସେ ଏକ ୪୭ ସେକେଣ୍ଡର ଭିଡିଓ କରିଛନ୍ତି ସେୟାର ..

ଯେଉଁଥିରେ ଶ୍ରୀମନ୍ଦିରରେ କାର୍ଯ୍ୟରତ ଓଡିଶା ପୁଲିସର କର୍ମଚାରୀମାନେ ବୟସ୍କ ଏବଂ ଦିବ୍ୟାଙ୍ଗ ମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାରେ ସହାୟତା କରୁଛନ୍ତି..

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories