www.samajalive.in
Sunday, December 7, 2025
26.1 C
Bhubaneswar

ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ କ୍ରୀଡା ପ୍ରତିଯୋଗିତା ଓ ରକ୍ତଦାନ ସଚେତନତା କାର୍ୟକ୍ରମ

ହରଭଙ୍ଗା :ହରଭଙ୍ଗା ବ୍ଲକ ପୁରୁଣାକଟକ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ବୌଦ୍ଧସମନ୍ୱିତ ଯୁବ ବିକାଶ କାର୍ୟ୍ୟକ୍ରମ ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅଧୀନରେ ଆଜି ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜନୀତି ବିଜ୍ଞାନ ଟିମ ଚମ୍ପିଅକ୍ଷନ ହୋଇଛି । କାର୍ଯ୍ୟକ୍ରମକୁ କ୍ରୀଡା ଶିକ୍ଷକ ମଧୁସୂଦନ ବେହେରା, ସୁଦର୍ଶନ ଭୋକ୍ତା ଓ ଅନ୍ୟମାନେ ପରିଚାଳନା କରିଥିଲେ। ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଅନ୍ୟତମ କାର୍ୟ୍ୟକ୍ରମ ରକ୍ତଦାନ ଶିବିର ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।

ଏଥିରେ ଅଧ୍ୟକ୍ଷ ରମେଶ ଚନ୍ଦ୍ର ତାରେଣିଆ, ମୁଖ୍ୟ ନୋଡାଲ ଅଫିସର  ପ୍ରମୋଦ କୁମାର ମହାପାତ୍ର, ଅଧ୍ୟାପକ ଲଳିତ କୁମାର ମେହେର, ଅଧ୍ୟାପିକା ସୁଷମା ରାଣୀ ବହିଦାର ଯୋଗ ଦେଇ ଛାତ୍ର ଛାତ୍ରୀମାନକୁ ରକ୍ତଦାନ ଉପରେ ସଚେତନ କରିଥିଲେ।କକ୍ଷର୍ୟ୍ୟକ୍ରମକୁ ସାମାଜିକ ସଚେତନତା ବିଭାଗର ନୋଡାଲ ଅଫିସର ଅଧ୍ୟାପକ ସୁରେଶ୍ଵର ଯୋଶୀ ସଂଯୋଜନା କରିଥିଲେ। ଆସନ୍ତା ୨୪ରେ ମହାବିଦ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହେବ ।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories