www.samajalive.in
Saturday, December 6, 2025
23.1 C
Bhubaneswar

ସଂଶୋଧନ ହେବ ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି

ଭୁବନେଶ୍ୱର : ବିବାଦ ପରେ ସଂଶୋଧନ ହେବ ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି। ଏନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଆଜି ସୂଚନା ଦେଇଛନ୍ତି। ସଂଶୋଧନ ପାଇଁ ଜନଜାତି ଉପଦେଷ୍ଟା ପରିଷଦ ନିକଟକୁ ପଠାଗଲା। ତର୍ଜମା କରିବାକୁ ଜନଜାତି ଉପଦେଷ୍ଟା ପରିଷଦକୁ ପଠାଗଲା। ୧୪ରେ ଆଦିବାସୀ ଆଇନରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇଥିଲା। ବିବାଦ ପରେ ୧୬ ତାରିଖରେ ନିଷ୍ପତ୍ତି ସ୍ଥଗିତ ରଖାଯାଇଥିଲା। ନିଷ୍ପତ୍ତି ସ୍ଥଗିତ ସତ୍ତେ୍ୱ ବିରୋଧୀଙ୍କ ବିରୋଧ ଜାରି ରହିଥିଲା।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories