www.samajalive.in
Thursday, December 11, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଘଣ୍ଟାଏ ଭିତରେ ଧବଳେଶ୍ବର ମନ୍ଦିର ଖୋଲିବାକୁ ଉପଜିଲାପାଳଙ୍କ ନିର୍ଦେଶ.. ଦ୍ବାର ନ ଖୋଲିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଉପଜିଲାପାଳ ଜାରି କରିଥିବା ନୋଟିସରେ ଉଲ୍ଲେଖ କରିଛନ୍ତି..

ଜିଲା ଶ୍ରମ ଅଧିକାରୀଙ୍କୁ ୩ ବର୍ଷ ଜେଲ୍‌.. ୨୦୧୯ରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ତତ୍କାଳୀନ କନ୍ଧମାଳ ଜିଲା ଶ୍ରମ ଅଧିକାରୀ ରଞ୍ଜନ କିଶୋର ବେହେରାଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ..

- Advertisement -

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ.. କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି.. ୨୦୨୧ ମସିହାରେ ନାବାଳିକାଙ୍କୁ ଅପହରଣ କରାଯାଇ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି..

୩ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର.. ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି..

ଭାରତର ଆବେଦନ ସ୍ବୀକାର କଲା କାତାର.. ନୌସେନାର ୮ ପୂର୍ବତନ ଅଧିକାରୀଙ୍କ ମୃତ୍ୟୁଦଣ୍ଡାଦେଶର ହେବ ପୁନଃ ଶୁଣାଣି..

ଐତିହାସିକ ବାଲିଯାତ୍ରାରେ ଚଳିତବର୍ଷ ୪ଦିନ ବଲିଉଡ କଳାକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ.. ପ୍ରସିଦ୍ଧ ସଙ୍ଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ଅନୁ ମଲ୍ଲିକ ଓ ସଚିନ ଦୁବେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ ବୋଲି ସୂଚନା..

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୭ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା.. ୨୯ ବେଳକୁ ଅବପାତ.. ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା..

ବିବାଦ ପରେ ସଂଶୋଧନ ହେବ ଆଦିବାସୀ ଜମି ହସ୍ତାନ୍ତର ନିଷ୍ପତ୍ତି.. ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ସୂଚନା..

ଜଗା ଦର୍ଶନ କରି ଆଖି ବୁଜିଲେ ହବିଷ୍ୟାଳି..

ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୁଶୁଡି ପଡିଥିବା ନିର୍ମାଣାଧୀନ ସୁଡ଼ଙ୍ଗରେ ଫସି ରହିଥିବା ଶ୍ରମିକଙ୍କୁ ଆଜି ଉଦ୍ଧାର କରାଯିବାର ସମ୍ଭାବନା ରହିଛି ବୋଲି କହିଛି ଏନଡିଏମଏ ..

ଚୀନରେ ନୂଆ ପ୍ରକାରର ନିମୋନିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି.. ବହୁ ସଂଖ୍ୟକ ପିଲା ଓ ଶିକ୍ଷକ ନିମୋନିଆରେ ଆକ୍ରାନ୍ତ.. ସଂକ୍ରମଣକୁ ନେଇ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସତର୍କତା ଜାରି କରିଛି..

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଗତକାଲି ପ୍ରଚାର ଶେଷ ହୋଇଛି.. ଶନିବାର ୧୯୯ଟି ଆସନ ପାଇଁ ଭୋଟ୍‌‌ ଗ୍ରହଣ..

ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ.. ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଚଢାଉ..

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories