www.samajalive.in
Saturday, December 13, 2025
26.1 C
Bhubaneswar

ସମ୍ବିଧାନ ଦିବସ ପାଳିତ

ଫୁଲବାଣୀ : ସ୍ଥାନୀୟ ପିଏଆଇଟିଡିଏ ସଭାଗୃହଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସମ୍ବିଧାନ ଦିବସ ପାଳିତ  ହୋଇ ଯାଇଛି ।  ମୁଖ୍ୟ ଅତିଥି ଭାବରେ ସିଆରପିଏଫର ଇନିସପେଟର ଜଳନ୍ଧର ପତାସକ୍ଷଇ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସିଆରପିଏଫର ମୀନାସି ସାହୁ ଯୋଗ ଦେଇ ଥିଲେ। ମୁଖ୍ୟ ଅତିଥି ଅନୁଷ୍ଠିତ କାର୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଓ  ଉଦ୍ଦେଶ୍ୟ ବିଷୟରେ ଉପସ୍ଥିତ ଥିବା ଭାଇ ଓ ଭଉଣୀ ମାନଙ୍କୁ ଅବଗତ କରିଥିଲେ।  ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ୍ ଦଳବେହେରା ସମସ୍ତଙ୍କୁ ସ୍ଵାଗତ କରିଥିବା ବେଳେ ସ୍ଵେଚ୍ଛାସେବୀ ମେଘାରକ୍ଷ  ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories