www.samajalive.in
Monday, December 8, 2025
24.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା..

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ରାଜରାଜେଶ୍ୱର ବେଶ..

- Advertisement -

ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ..

ଗତକାଲି ରାତି ସାରା ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ..

ଆଜିଠାରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା..

ଚଳିତବର୍ଷ ବାଲିଯାତ୍ରାରେ ୧୪୦୦ରୁ ଊର୍ଦ୍ଧ୍ବ ଷ୍ଟଲ ଖୋଲିଥିବାବେଳେ ଓରମାସ ପକ୍ଷରୁ ୪୫୦ଷ୍ଟଲ ଖୋଲିଛି..

ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ..

ଆଜି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦ୍ବୀପରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେଲେ..

ତିରୁପତି ବାଲାଜୀଙ୍କ ଦର୍ଶନ କରି ଦେଶବାସୀଙ୍କ ପାଇଁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ..

ଭୁବନେଶ୍ୱର : ବିଜେଡିରେ ଯୋଗ ଦେଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌‌..

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଲେ..

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories