www.samajalive.in
Sunday, December 14, 2025
23.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଓଡ଼ିଶା ପାଭିଲିଅନକୁ ସ୍ୱର୍ଣ୍ଣ ପଦକ.. IITF-୨୦୨୩ରେ ଓଡ଼ିଶାକୁ ସ୍ୱର୍ଣ୍ଣ.. ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିଲା କାର୍ଯ୍ୟକ୍ରମ..

କାର୍ତ୍ତିକ ପୂର୍ଣ୍ଣମୀରେ ପୋଖରୀରେ ବୁଡ଼ି ନାବାଳିକା ମୃତ.. ପୋଖରୀରେ ଭସା ଯାଇଥିବା ଡଙ୍ଗା ଆଣିବାବେଳେ ବୁଡ଼ିଗଲା ନାବାଳିକା.. ଭଦ୍ରକ ବାସୁଦେବପୁର ପଣୁଆ ଗାଁରେ ଅଭାବନୀୟ ଘଟଣା..

- Advertisement -

ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଗଲେ.. ପାରାଦୀପ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରାଷ୍ଟ୍ରପତି..

ଶୁବମନ ଗିଲ୍‌ ଗୁଜରାଟ ଟାଇଟନ୍ସର ନୂଆ ଅଧିନାୟକ ନିଯୁକ୍ତ..

ଶ୍ରୀମନ୍ଦିର ନାଟ ମଣ୍ଡପ ମରାମତି ମାମଲା.. ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଆବେଦନକାରୀ..

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦ୍ବୀପରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା.. ଆସନ୍ତା ୨୯ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବ.. ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହେବା ପରେ ବାତ୍ୟା ସମ୍ଭାବନା..

ବାଲେଶ୍ୱର ବାହାନଗା ବଜାରରେ ଏସ୍‌‌ବିଆଇ ଏଟିଏମ ଭାଙ୍ଗି ୨୦ ଲକ୍ଷ ଲୁଟ୍‌‌..

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା.. ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ରାଜରାଜେଶ୍ୱର ବେଶ.. ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ..

ଆଜିଠାରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା.. ଚଳିତବର୍ଷ ବାଲିଯାତ୍ରାରେ ୧୪୦୦ରୁ ଊର୍ଦ୍ଧ୍ବ ଷ୍ଟଲ ଖୋଲିଥିବାବେଳେ ଓରମାସ ପକ୍ଷରୁ ୪୫୦ଷ୍ଟଲ ଖୋଲିଛି..

ତିରୁପତି ବାଲାଜୀଙ୍କ ଦର୍ଶନ କରି ଦେଶବାସୀଙ୍କ ପାଇଁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ବିଜେଡିରେ ଯୋଗ ଦେଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌‌.. ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଲେ..

 

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories