www.samajalive.in
Sunday, December 14, 2025
19.1 C
Bhubaneswar

ଜିଲାସ୍ତରୀୟ ସଂଚୟ ପକ୍ଷ ପାଳନ, କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା 

ବୌଦ୍ଧ: ବୌଦ୍ଧ ଜିଲାପାଳଙ୍କ କାର୍ୟ୍ୟାଳୟ ଠାରେ ଜିଲାସ୍ତରୀୟ ସଂଚୟ ପକ୍ଷ ପାଳନ ଅବସରରେ କୃତି ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଦିତ କରାଯାଇଛି । ଜିଲା ସ୍ୱଳ୍ପ ସଂଚୟ ଅଧିକାରୀ ଭଗବାନ ଯାନୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ୟ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ଜିଲାସ୍ତରୀୟ ସଂଚୟ ପକ୍ଷ ପାଳନ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ଅତିରିକ୍ତ ଜିଲାପାଳ ପୁରସ୍କାର ପ୍ରଦାନ କରିବା ସହିତ ସମ୍ବର୍ଦ୍ଦିତ କରିଥିଲେ । ଆୟୋଜିତ କାର୍ୟ୍ୟକ୍ରମରେ ବିଭାଗୀୟ କର୍ମଚାରୀ ବୀରବର ଖମାରୀ , ମହେଶ୍ୱର ମହାରଣା ଙ୍କ ସମତେ ଅନ୍ୟମାନେ ଉପସ୍ଥିତ ରହିଥିଲେ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories