www.samajalive.in
Monday, December 15, 2025
24.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ତେଲଙ୍ଗାନା ବିଧାନସଭା ନିର୍ବାଚନ ନିମନ୍ତେ ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ..

ରାଜ୍ୟର ୧୧୯ଟି ବିଧାନସଭା ଆସନ ପାଇଁ ଚାଲିଛି ମତଦାନ, ନିର୍ବାଚନ ମୈଦାନରେ ୨୨୯୦ଜଣ ପ୍ରାର୍ଥୀ..

- Advertisement -

୧୦୬ଟି ବିଧାନସଭା କ୍ଷେତ୍ରରେ ସନ୍ଧ୍ୟା ୫ଟା ଓ ୧୩ଟି ନକ୍ସଲ ପ୍ରଭାବିତ ବିଧାନସଭା କ୍ଷେତ୍ରରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ..

ଶ୍ରୀମନ୍ଦିର ରତ୍ନଭଣ୍ଡାର କାନ୍ଥ ଓ ଚଟାଣରେ ଫାଟ..

ଲେଜର ସ୍କାନିଂ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି, ଦୁଇଦିନ ଧରି ଚାଲିଥିବା ଲେଜର ସ୍କାନିଂ ଶେଷ ହୋଇଛି..

ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଭାସୀ ଜରିଆରେ ୫୧ ହଜାରରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ..

ଦେଶର ୩୭ଟି ସ୍ଥାନରେ ଏହି ରୋଜଗାର ମେଳା ଅନୁଷ୍ଠିତ ହେବ..

ଆଜିଠାରୁ  ଦୁଇ ଦିନିଆ ଦୁବାଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସେ ବିଶ୍ୱ ଜଳବାୟୁ କ୍ରିୟାନୁଷ୍ଠାନ ଶିଖର ବୈଠକରେ ଯୋଗ ଦେବେ..

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କ ସହିତ ଆଭାସୀ ଜରିଆରେ ଭାବ ବିନିମୟ କରିଛନ୍ତି..

ବୀରମିତ୍ରପୁର : ଜଙ୍ଗଲରେ ହାତୀ ଆକ୍ରମଣରେ ଯୁବତୀଙ୍କ ମୃତ୍ୟୁ..

ବୀରମିତ୍ରପୁର-କୁଆଁରମୁଣ୍ଡା ସୀମାନ୍ତ ହରପାଲି ଗାଁରେ ଆତଙ୍କ..

ଚେନ୍ନାଇରେ କାଲି ଠାରୁ ଲାଗି ରହିଛି ପ୍ରବଳ ବର୍ଷା..

ସତର୍କ ସୂଚନା ଜାରି କଲା ଆଇଏମଡି..

ଭିଜିଲାନ୍ସ ଜାଲରେ ଫସିଲେ ଆରଡବ୍ଲ୍ୟୁଏସ ଆଣ୍ଡ ଏସର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢୀ..

ରାଜଭବନରେ ଗୁରୁତ୍ୱପୂର୍ଣ୍ଣ କୁଳପତି ସମ୍ମିଳନୀ ଆରମ୍ଭ..

କୁଳାଧିପତି ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ..

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ସୁଦୃଶ୍ୟ ଲଘୁଚାପ..

ଆସନ୍ତା ୨ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା..

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories