www.samajalive.in
Sunday, December 7, 2025
26.1 C
Bhubaneswar

ଟନେଲରୁ ଫେରିଥିବା ଶ୍ରମିକଙ୍କ ସହ କଥା ହେଲେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ଭୁବନେଶ୍ୱର : ଉତ୍ତରକାଶୀ ଟନେଲରେ ୧୭ ଦିନ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ଥିଲେ ୫ ଓଡିଆ ଶ୍ରମିକ। ସେମାନେ ବାହାରକୁ ଆସିବା ପରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଭିଡିଓ କଲ୍‌‌ରେ ସେମାନଙ୍କ ସହ କଥା ହୋଇଛନ୍ତି। ସେମାନଙ୍କ ଚିକିତ୍ସା ବିଷୟରେ ପଚାରି ବୁଝିଛନ୍ତି।

ଶ୍ରୀ ପାଣ୍ଡିଆନ ଶ୍ରମିକଙ୍କୁ କହିଛନ୍ତି, ଆପଣମାନେ ଭଲ ଅଛନ୍ତି। ଆପଣମାନଙ୍କୁ ଭେଟି ଖୁବ୍‌‌ ଖୁସି ଲାଗୁଛି। ଚିକିତ୍ସା ପାଇଁ ସମସ୍ତ ସୁବିଧା ମିଳୁଛି କି ନାହିଁ, ଘରକୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ଯାହା ସହଯୋଗ ଦରକାର କରିବେ, ଆପଣ ମାନଙ୍କୁ ଦେଖି ବହୁତ ଖୁସି ଲାଗୁଛି ବୋଲି ଶ୍ରୀ ପାଣ୍ଡିଆନ କହିଛନ୍ତି।

- Advertisement -

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories