www.samajalive.in
Saturday, December 13, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଦିଆଯିବ ନିଟ୍ ଓ ଜେଇଇ କୋଚିଂ.. ଏନେଇ ଯୁକ୍ତଦୁଇ କଲେଜଗୁଡ଼ିକରେ ସ୍ମାର୍ଟ ଟିଭି ଓ ଇଣ୍ଟରାକ୍ଟିଭ୍ ପାନେଲ ଇନଷ୍ଟଲ୍‌ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ.. ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଯୋଗେ ନିର୍ଦ୍ଦେଶ..

ଓଡ଼ିଶା ଫେରୁଛନ୍ତି ଟନେଲରେ ଫସିଥିବା ୫ ଶ୍ରମିକ.. ଓଡ଼ିଶା ଅଭିମୁଖେ ହସ୍ପିଟାଲରୁ ଡିସଚାର୍ଜ ୫ ଓଡ଼ିଆ ଶ୍ରମିକ..

- Advertisement -

କୁଳପତି-କୁଳାଧିପତିଙ୍କ ମଧ୍ୟରେ ବୈଠକ.. ଜାତୀୟ ଶିକ୍ଷାନୀତିର କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦେଲେ ରାଜ୍ୟପାଳ..

ବଢିବ ଭାରତର ଶକ୍ତି.. କିଣାଯିବ ୯୬ଟି ତେଜସ୍ ବିମାନ, ୧୫୬ଟି ପ୍ରଚଣ୍ଡ ହେଲିକପ୍ଟର..

ଓଡ଼ିଆ ଝିଅ ମନୀଷା ପାଢ଼ୀ ହୋଇଛନ୍ତି ଦେଶର ପ୍ରଥମ ମହିଳା ଏଡିସି.. ବାୟୁସେନା ଅଧିକାରୀ ଭାବେ ନିଯୁକ୍ତି ପାଇଥିବା ମନୀଷାଙ୍କୁ ମିଜୋରାମ ରାଜ୍ୟପାଳ ହରିବାବୁ କାମଭାମପତି ଏଡିସି ଭାବେ ନିଯୁକ୍ତି ଦେଇଛନ୍ତି..

ବରେଇପାଲି ଥାନା ଅନ୍ତର୍ଗତ ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ.. ଶିକ୍ଷକ ଅଟକ..

ଭିଜିଲାନ୍ସ ଜାଲରେ ଫସିଲେ ଭୁବନେଶ୍ୱର ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ(ଆରଡବ୍ଲ୍ୟୁଏସ ଆଣ୍ଡ ଏସ)ର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢୀ..

୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା.. ୪ ସକାଳେ ଉପକୂଳ ଛୁଇଁପାରେ.. ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବା ସମ୍ଭାବନା..

ଜଙ୍ଗଲରେ ହାତୀ ଆକ୍ରମଣରେ ଯୁବତୀଙ୍କ ମୃତ୍ୟୁ.. ବୀରମିତ୍ରପୁର-କୁଆଁରମୁଣ୍ଡା ସୀମାନ୍ତ ହରପାଲି ଗାଁରେ ଆତଙ୍କ..

ଚେନ୍ନାଇରେ ବୁଧବାରଠାରୁ ଲାଗି ରହିଛି ପ୍ରବଳ ବର୍ଷା.. ସତର୍କ ସୂଚନା ଜାରି କଲା ଆଇଏମଡି..

ବିକଶିତ ଭାରତ ସଂକଳ୍ପ ଯାତ୍ରା : ‘ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ୍‌‌ କେନ୍ଦ୍ର’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ..

ଦୁଇ ଦିନିଆ ଦୁବାଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ବିଶ୍ୱ ଜଳବାୟୁ କ୍ରିୟାନୁଷ୍ଠାନ ଶିଖର ବୈଠକରେ ଯୋଗ ଦେବେ..

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories