www.samajalive.in
Monday, December 15, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା : ଆବେଦନ ପ୍ରକ୍ରିୟା ଆରମ୍ଭ

ଡେସ୍କ :  ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନାରେ ଆର୍ଥିକ ସହାୟତା ପାଇଁ ଶନିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି ଆବେଦନ ଚାଲିବ । ଛାତ୍ରଛାତ୍ରୀମାନେ www. samsodisha. gov.inରେ ଆବେଦନ କରିପାରିବେ ।

ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ଉଚ୍ଚଶିକ୍ଷା କ୍ଷେତ୍ରରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଆର୍ଥିକ ସହାୟତା ଦିଆଯାଉଛି । ରାଜ୍ୟର ସମସ୍ତ ସରକାରୀ ଏବଂ ଘରୋଇ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହନ ରାଶି ପାଇବା ନିମନ୍ତେ ଆବେଦନ କରିପାରିବେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories