www.samajalive.in
Saturday, December 13, 2025
26.1 C
Bhubaneswar

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା

ବୌଦ୍ଧ :  ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ  ଏକ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା ଆୟୋଜିତ ହୋଇଯାଇ । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଅଧ୍ୟକ୍ଷତା କରିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ପରିସ୍ଥତିର ମୁକାବିଲା ପାଇଁ ଗ୍ରାମବାସୀଙ୍କୁ ସଚେତନ କରିବା , ପ୍ରଶିକ୍ଷଣ ଦେବା ଓ ସ୍ବେଛାସେବୀ ମାନଙ୍କ ଦକ୍ଷତା ବୃଦ୍ଧି କରିବା ନେଇ ଆଲୋଚନା କରାଯାଇଥିଲା। ଏଥିରେ OSDMA ର ଜିଲ୍ଲା ସଂଯୋଜକ ସଞ୍ଜୟ କୁମାର ଝା କାର୍ଯ୍ୟକ୍ରମ ସଂଯୋଜନା ଏବଂ  ପରିଚାଳନା କରିଥିଲେ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଉପଜିଲାପାଳ ରବିନ୍ଦ୍ର ନାଥ କହଁର, ସମସ୍ତ ଅନ୍ୟାନ୍ୟ ବିଭାଗର ଅଧିକାରୀ ଏବଂ ନୋଡାଲ୍ ଏନଜିଓମାନେ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories